ମେଷ- ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ । ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟ ଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ ବୃଷ- ଆପଣଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଜରୁରୀ କାମରେ ସଫଳ ହେବେ। ଟଙ୍କାପଇସା ଦେବାନେବାରେ ସାବଧାନତା ଅବଲମ୍ବନ କରନ୍ତୁ। ବ୍ୟବସାୟ ଆଗକୁ ବଢ଼ାଇବା ଲାଗି ନୂଆ ମଉକା ପାଇବେ। ଅଫିସରେ କୌଣସି କାମକୁ ନେଇ ସହକର୍ମୀଙ୍କ ସହିତ ବିଚାରବିମର୍ଶ କରିବେ। ବେକାର ଯୁବକଯୁବତୀଙ୍କ ଲାଗି ରୋଜଗାରର ଭଲ ଅବସର ଆସିବ। ପରିବାରରେ ଆପଣଙ୍କ ଗୁଣର ପ୍ରଶଂସା ହେବ। ଭାଇଭଉଣୀଙ୍କ ସହିତ ସମ୍ବନ୍ଧ ବହୁତ ଭଲ ହେବ। ଛାତ୍ରଛାତ୍ରୀଙ୍କର ବନ୍ଧୁମାନଙ୍କ ସହିତ ମିଳାମିଶା ବଢ଼ିବ। ଶାରୀରିକ ଦୃଷ୍ଟିରୁ ସ୍ବାସ୍ଥ୍ୟ ଭଲ ରହିବ। ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ମିଥୁନ- କୌଣସି ଯୋଜନାରେ ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, ଯାହାକି ଦୁଶ୍ଚିନ୍ତାର ମାତ୍ରାକୁ ବଢ଼ାଇଦେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁ ହେବେ । ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ । ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ କର୍କଟ- ନିଜ ଶକ୍ତିକୁ ଠିକ୍ ଦିଶାରେ ଲଗାନ୍ତୁ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଜରୁରୀ କାମରେ ବରିଷ୍ଠ ସାହାଯ୍ୟ କରିବେ। ଗଣମାଧ୍ୟମ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ କୌଣସି ଖବରକୁ କଭରେଜ୍ ପାଇଁ ଅଧିକ ଯାତାୟାତ କରିବେ। ଆଇନଜୀବୀ କୌଣସି ମକଦ୍ଦମାକୁ ନେଇ ବ୍ୟସ୍ତ ରହିବେ। ଯେଉଁମାନେ ଦୀର୍ଘଦିନ ଧରି ବାହାରେ ରହୁଛନ୍ତି ସେମାନେ ଜୀବନସାଥୀ ସହିତ ମିଶିବାର ମଉକା ପାଇବେ। ବନ୍ଧୁ ସହିତ ଲାଗି ରହିଥିବା ମତଭେଦ ଦୂରହେବ। ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାରେ ଭଲ ପରିଣାମ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ ସିଂହ- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିିବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ...
Weekly Horoscope From 25th May 2026 To 31st May 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ…
Source: Otv News
Read Full Story →
